Proverbs 14:2 — Compare Translations

5 translations compared side by side

Odia - 1840
"ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଜନ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ, ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।