Proverbs 14:20 — Compare Translations
5 translations compared side by side
Odia - 1840
"ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦରିଦ୍ର ଆପଣା ପ୍ରତିବାସୀରେ ହିଁ ଘୃଣିତ ହୁଅନ୍ତି, ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।