Proverbs 14:21 — Compare Translations
5 translations compared side by side
Odia - 1840
"ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।