Proverbs 14:22 — Compare Translations
5 translations compared side by side
Odia - 1840
"ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସେମାନେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସେଠାରେ ସତ୍ୟ ଓ ଦୟା ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
Odia IRV 2017 (ଓଡିଆ ବାଇବେଲ)
ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।