Proverbs 14:23 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ୟକ୍ତି କେବଳ କଥା କହିବା ଗ୍ଭଲୁରଖେ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗେଇ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
Odia IRV 2017 (ଓଡିଆ ବାଇବେଲ)
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।