Proverbs 14:24 — Compare Translations
5 translations compared side by side
Odia - 1840
"ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।