Proverbs 14:25 — Compare Translations
5 translations compared side by side
Odia - 1840
"ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସାକ୍ଷୀ ପର ପ୍ରାଣ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟ ସାକ୍ଷୀ ତା’ର ପ୍ରାଣ ରକ୍ଷା କରେ, ମାତ୍ର ମିଥ୍ୟା ପ୍ରବଞ୍ଚନା ଜନକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।