Proverbs 14:26 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ଵାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟସ୍ଥାନ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସେଠାରେ ଆଶ୍ରୟସ୍ଥାନ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।