Proverbs 14:27 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ୱରୂପ। ଏହା ମୃତ୍ୟୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।