Proverbs 14:28 — Compare Translations

5 translations compared side by side

Odia - 1840
"ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକ ଜନସଂଖ୍ୟା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
Odia IRV 2017 (ଓଡିଆ ବାଇବେଲ)
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।