Proverbs 14:29 — Compare Translations
5 translations compared side by side
Odia - 1840
"ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ କ୍ରୋଧରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ଯିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
Odia IRV 2017 (ଓଡିଆ ବାଇବେଲ)
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।