Proverbs 14:3 — Compare Translations

5 translations compared side by side

Odia - 1840
"ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନର କଥା ସର୍ବଦା ସମସ୍ୟା ଆଣେ, କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।