Proverbs 14:30 — Compare Translations

5 translations compared side by side

Odia - 1840
"ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ, ପୁଣି ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।