Proverbs 14:31 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା’ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ଯିଏ ଦରିଦ୍ରକୁ ଦୟାକରେ, ସେ ତା’ର ନିର୍ମାଣ କର୍ତ୍ତା ସମ୍ମାନ ବ୍ୟକ୍ତି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।