Proverbs 14:32 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଆପଣା ମନ୍ଦ କର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।