Proverbs 14:33 — Compare Translations
5 translations compared side by side
Odia - 1840
"ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ, ମାତ୍ର ମୂର୍ଖମାନଙ୍କ ମଧ୍ୟରେ ଏହା ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।