Proverbs 14:34 — Compare Translations

5 translations compared side by side

Odia - 1840
"ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକତା ରାଜ୍ୟକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ।