Proverbs 14:4 — Compare Translations

5 translations compared side by side

Odia - 1840
"ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋରୁ ନ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଗୋରୁଗୁଡ଼ିକ ସେଠାରେ ନାହାନ୍ତି, କାର୍ଯ୍ୟ ପାଇଁ ଶସ୍ୟ ଘର ଶୂନ୍ୟ ଅଟେ, ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।