Proverbs 14:5 — Compare Translations

5 translations compared side by side

Odia - 1840
"ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ, ମାତ୍ର ମିଥ୍ୟାବାଦୀ ସାକ୍ଷୀ ମିଥ୍ୟାଚରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।