Proverbs 14:6 — Compare Translations

5 translations compared side by side

Odia - 1840
"ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ, ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ୟା ସହଜ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।