Proverbs 14:7 — Compare Translations

5 translations compared side by side

Odia - 1840
"ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ, ତା’ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।