Proverbs 14:8 — Compare Translations
5 translations compared side by side
Odia - 1840
"ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର ଲୋକମାନେ ଜ୍ଞାନୀ, କାରଣ ସେମାନେ ଯେପରି ଭାବରେ ରହନ୍ତି, ସେପରି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସେହି କଥା ଭାବନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।