Proverbs 14:9 — Compare Translations
5 translations compared side by side
Odia - 1840
"ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି, ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।