Proverbs 15:1 — Compare Translations
5 translations compared side by side
Odia - 1840
"କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ ।
Odia Bible ERV 2004 (ପବିତ୍ର ବାଇବଲ)
କୋମଳ ପୂର୍ଣ୍ଣ ଉତ୍ତର କ୍ରୋଧକୁ ଦମନ କରେ, ମାତ୍ର କଟୁବାକ୍ୟ କୋପ ଜନ୍ମାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
Odia IRV 2017 (ଓଡିଆ ବାଇବେଲ)
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।