Proverbs 15:10 — Compare Translations
5 translations compared side by side
Odia - 1840
"ଜଣେ ୟିଏ ଜ୍ଞାନର ପଥ ତ୍ଯାଗ କରେ, ପୁଣି ଯେଉଁଲୋକ ଅନୁୟୋଗ ଘୃଣା କରେ ସେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ ଜ୍ଞାନର ପଥ ତ୍ୟାଗ କରେ, ପୁଣି ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
Odia IRV 2017 (ଓଡିଆ ବାଇବେଲ)
ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।