Proverbs 15:11 — Compare Translations

5 translations compared side by side

Odia - 1840
"ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁ ଓ ବିନାଶ ସଦାପ୍ରଭୁଙ୍କ ଆଗରେ ଖୋଲା ପଡ଼ିଥାଏ। ଲୋକମାନଙ୍କର ହୃଦୟର ଅଭିପ୍ରାୟ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?