Proverbs 15:12 — Compare Translations
5 translations compared side by side
Odia - 1840
"ଜଣେ ନିନ୍ଦୁକ ଅନୁୟୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସମାନେେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ୟାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ନିନ୍ଦୁକ ଅନୁଯୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସେମାନେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ଯାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।