Proverbs 15:13 — Compare Translations
5 translations compared side by side
Odia - 1840
"ଗୋଟିଏ ଆନନ୍ଦିତ ହୃଦଯ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦଯର ଦୁଃଖ ସହିତ, ଆତ୍ମା ଦୁଃଖୀ ହବେ ଏବଂ ଭାଙ୍ଗି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଆନନ୍ଦିତ ହୃଦୟ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦୟର ଦୁଃଖ ସହିତ, ଆତ୍ମା ଦୁଃଖୀ ହେବ ଏବଂ ଭାଙ୍ଗି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।