Proverbs 15:16 — Compare Translations

5 translations compared side by side

Odia - 1840
"ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶାନ୍ତି ଯୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପ ସମ୍ପତ୍ତି ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
Odia IRV 2017 (ଓଡିଆ ବାଇବେଲ)
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।