Proverbs 15:17 — Compare Translations
5 translations compared side by side
Odia - 1840
"ହିଂସା ସହିତ ହୃଷ୍ଟପୃଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ ରମେଥିବା ସ୍ଥାନ ରେ ଶାକାନ୍ନ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜଠୁଁ ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ରେମଥିବା ସ୍ଥାନରେ ଶାକାନ୍ନ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
Odia IRV 2017 (ଓଡିଆ ବାଇବେଲ)
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।