Proverbs 15:18 — Compare Translations

5 translations compared side by side

Odia - 1840
"କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷା; କରେ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ଧୈର୍ଯ୍ୟ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
Odia IRV 2017 (ଓଡିଆ ବାଇବେଲ)
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।