Proverbs 15:19 — Compare Translations
5 translations compared side by side
Odia - 1840
"ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ତ ତୁଲ୍ୟ କରାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
Odia IRV 2017 (ଓଡିଆ ବାଇବେଲ)
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।