Proverbs 15:2 — Compare Translations
5 translations compared side by side
Odia - 1840
"ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନଙ୍କ ଜିହ୍ଵା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଜ୍ଞାନୀ ଲୋକ ତା’ର ଚିନ୍ତାଧାରା ଭଲ ଭାବରେ କହିପାରେ, କିନ୍ତୁ ନିର୍ବୋଧ ନିର୍ବୋଧତାକୁ ବଖାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।