Proverbs 15:22 — Compare Translations
5 translations compared side by side
Odia - 1840
"ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ବାରା ତାହା ସ୍ଥିରୀକୃତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ଵାରା ତାହା ସ୍ଥିରୀକୃତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ୱାରା ତାହା ସ୍ଥିରୀକୃତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।