Proverbs 15:23 — Compare Translations

5 translations compared side by side

Odia - 1840
"ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଉତ୍ତର ଦେଇ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ଯଥୋଚିତ କଥା ଯଥୋଚିତ ସମୟରେ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
Odia IRV 2017 (ଓଡିଆ ବାଇବେଲ)
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!