Proverbs 15:24 — Compare Translations
5 translations compared side by side
Odia - 1840
"ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ଵଗାମୀ ।
Odia Bible ERV 2004 (ପବିତ୍ର ବାଇବଲ)
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
Odia IRV 2017 (ଓଡିଆ ବାଇବେଲ)
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।