Proverbs 15:25 — Compare Translations
5 translations compared side by side
Odia - 1840
"ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
Odia IRV 2017 (ଓଡିଆ ବାଇବେଲ)
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;