Proverbs 15:26 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ୟ ଅଟେ। ମାତ୍ର ସ୍ୱଳ୍ପ କଥା ଆନନ୍ଦ ଦାୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
Odia IRV 2017 (ଓଡିଆ ବାଇବେଲ)
କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।