Proverbs 15:27 — Compare Translations

5 translations compared side by side

Odia - 1840
"ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।