Proverbs 15:28 — Compare Translations
5 translations compared side by side
Odia - 1840
"ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।