Proverbs 15:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥା’ନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।