Proverbs 15:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଚକ୍ଷୁ ସର୍ବତ୍ର ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦା ସବୁଠାରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ୟ ନୀରିକ୍ଷଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।