Proverbs 15:30 — Compare Translations
5 translations compared side by side
Odia - 1840
"ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଚାର ଅସ୍ଥିଗୁଡ଼ିକୁ ପୃଷ୍ଟି ଯୋଗଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଗ୍ଭର ଅସ୍ଥିଗୁଡ଼ିକୁ ପୁଷ୍ଟି ଯୋଗାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
Odia IRV 2017 (ଓଡିଆ ବାଇବେଲ)
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।