Proverbs 15:31 — Compare Translations

5 translations compared side by side

Odia - 1840
"ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁୟୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧିଅରେ ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।