Proverbs 15:32 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।