Proverbs 15:33 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।