Proverbs 15:5 — Compare Translations

5 translations compared side by side

Odia - 1840
"ଅଜ୍ଞାନ ଆପଣା ପିତାର ଶାସନକୁ ଅବ ହଳୋ କରେ, ମାତ୍ର ବିଜ୍ଞୋଚିତ ବ୍ଯକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନ ଆପଣା ପିତାର ଶାସନକୁ ଅବହେଳା କରେ, ମାତ୍ର ବିଜ୍ଞୋଚିତ ବ୍ୟକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।