Proverbs 15:6 — Compare Translations

5 translations compared side by side

Odia - 1840
"ଧାର୍ମିକର ଗୃହ ରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆଯ ରେ ସବୁବେଳେ କଷ୍ଟ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆୟରେ ସବୁବେଳେ କଷ୍ଟ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।