Proverbs 15:7 — Compare Translations

5 translations compared side by side

Odia - 1840
"ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀମାନଙ୍କର ବାକ୍ୟ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ‍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ‌‌ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।