Proverbs 15:8 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।